Browsing Tag

On the occasion of Gandhi Jayanti

ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଲୋକସେବା ଭବନ ପରିସରରେ ସ୍ବରାଜ ବୃକ୍ଷକୁ ରୋପଣ କଲେ ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ । ସ୍ବାଧୀନତାର ୭୫ ବର୍ଷରେ ମହାତ୍ମା ଗାନ୍ଧୀଙ୍କ ପୂଣ୍ୟ ଜନ୍ମତିଥିର ସ୍ବତନ୍ତ୍ର ଗୁରୁତ୍ବ ରହିଛି । ଏହି ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ବରାଜର ମହୋତ୍ସବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ ପରିସରରେ…