ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୩ ଆକ୍ରାନ୍ତ ସୁସ୍ଥ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରୁ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ସେହିପରି ଆକ୍ରାନ୍ତଙ୍କ ସୁସ୍ଥ ହେବା ସଂଖ୍ୟା ମଧ୍ୟ ବଢୁଛି । ଗତକଲି ଭୁବନେଶ୍ୱର ଦୁଇଜଣ ବାସିନ୍ଦା ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଭୁବନେଶ୍ୱର ର ଆଉ ତିନିଜଣ ଆଜି ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ…