ଧନ୍ଦାମୂଳକ ଶିକ୍ଷାର ଉନ୍ନତି ପାଇଁ ଦିନିକିଆ କର୍ମଶାଳା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଧନ୍ଦାମୂଳକ ଶିକ୍ଷାର ଉନ୍ନତି ପାଇଁ "ଇଣ୍ଡସ ଏଡୁଟ୍ରେନ ପ୍ରାଇଭେଟ ଲିମିଟେଡ଼" ପକ୍ଷରୁ ଭୁବନେଶ୍ୱର ରିଜୋନାଲ ସାଇନ୍ସ ସେଣ୍ଟର ଠାରେ ଦିନିକିଆ କର୍ମଶାଳା କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା । ଏଥିରେ ୧୨୯ଜଣ ଧନ୍ଦାମୂଳକ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ…