ସୋମାଲିକାଙ୍କୁ ଭେଟିଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର
ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କରଙ୍କ ବାନ୍ଧବୀ ସୋମାଲିକା ଦାସ ନ୍ୟାୟ ପାଇଁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଭେଟିଛନ୍ତି । ବିଧାନସଭାରେ ତାଙ୍କ ପ୍ରସଙ୍ଗ ଉଠାଇବା ପାଇଁ ସେ ବିରୋଧୀ ଦଳ ନେତାଙ୍କୁ ନିବେଦନ କରିଛନ୍ତି । ବିଜୟ ଶଙ୍କର ଓ ସୋମାଲିକାଙ୍କ ମଧ୍ୟରେ ଦୀର୍ଘ ଦିନ ହେଲା ବିବାଦ…