Browsing Tag

Orissa High Court pronounces verdict in Odia to mark 75 years of establishment

ପ୍ରଥମ ଥର ହାଇକୋର୍ଟରେ ଓଡ଼ିଆ ଭାଷାରେ ପ୍ରକାଶ ପାଇଲା ରାୟ

ଓଡ଼ିଶା ହାଇକୋର୍ଟ ଆଜି ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଥିବାବେଳେ ଏପଟେ ହାଇକୋର୍ଟର ସଫଳତାରେ ଯୋଡି ହୋଇଛି ଆଉ ଏକ ଫର୍ଦ୍ଦ । ଓଡ଼ିଆ ଭାଷାରେ ପ୍ରକାଶ ପାଇଛି ହାଇକୋର୍ଟଙ୍କ ପ୍ରଥମ ରାୟ । ବିଚାରପତି ଡକ୍ଟର ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଆ ଭାଷାରେ ଏକ…