ରେକର୍ଡ଼ ଭାଙ୍ଗିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୪୮୫୧ ଆକ୍ରାନ୍ତ ଚିହ୍ନଟ, ୫ ମୃତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୪୮୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୮୨ ହଜାର ୩୧୫ରେ ପହଞ୍ଚିଛି। ଏଥିସହିତ କୋଭିଡ ସଂକ୍ରମିତଙ୍କ ମଧ୍ୟରୁ ଗତ ୨୪ ଘଣ୍ଟାରେ ୫ ଜଣଙ୍କର ମୃତ୍ୟୁ…