Browsing Tag

ossete exam

୨୮୮ଟି କେନ୍ଦ୍ରରେ ଓଏସ୍ଏସ୍‌ଟିଇଟି ପରୀକ୍ଷା : କପି ରୋକିବାକୁ ସ୍ୱତନ୍ତ୍ର ବ୍ୟବସ୍ଥା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଓଡ଼ିଶା ମାଧ୍ୟମିକ ସ୍କୁଲ ଟିଚର୍ ଇଲିଜିବେଲିଟି ଟେଷ୍ଟ ବା ଓଏସ୍ ଏସ୍ ଟିଇଟି ପରୀକ୍ଷା । ରାଜ୍ୟର ୨୮୮ଟି କେନ୍ଦ୍ରରେ ୫୩ ହଜାର ପରୀକ୍ଷାର୍ଥୀ ଏହି ପରୀକ୍ଷାରେ ଅଂଶଗ୍ରହଣ କରିବେ। ଚଳିତବର୍ଷ ପରୀକ୍ଷାରେ ସ୍ୱଚ୍ଛତା ବଜାୟ ରଖିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…