ଆତ୍ମସମର୍ପଣ କଲେ ୪୦୦ରୁ ଅଧିକ ମାଓ ସମର୍ଥକ
ସଫଳ ହେଉଛି ସରକାରଙ୍କ ଆଣ୍ଟି ନକ୍ସଲ ଅପରେସନ । ସମ୍ପୂର୍ଣ୍ଣ ଭୁଶୁଡିବାରେ ଲାଗିଛି ଲାଲ ଗଡ଼ । ମାଲକାନଗିରି ଜିଲ୍ଲାକୁ ବିଏସଏଫ ଆସିବା ପରେ ଏବେ ଜିଲ୍ଲାରେ କମିବାରେ ଲାଗିଛି ମାଓ ହିଂସା । ଲାଲ ବାହିନୀର ହାତ ଛାଡି ସରକାରଙ୍କ ବିକାଶ ସ୍ରୋତରେ ସାମିଲ ହେଉଛନ୍ତି ମାଓ ସମର୍ଥକ ।
ସରକାରଙ୍କ…