ସୁପ୍ରିମକୋର୍ଟ ଦେଲେ ଜାମିନ, ଜେଲରୁ ମୁକୁଳିବେ ଦୁର୍ନୀତିଗ୍ରସ୍ଥ ନେତା ପି. ଚିଦାମ୍ୱରମ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ୱରମ ଜେଲରୁ ମୁକୁଳିବେ । ସୁପ୍ରିମକୋର୍ଟରୁ ତାଙ୍କୁ ଜାମିନ ମିଳିଛି । ଜାମିନ ଦେବା ବେଳେ ସର୍ବୋଚ୍ଚ କୋର୍ଟ କିଛି ସର୍ତ୍ତ ମଧ୍ୟ ରଖିଛନ୍ତି । ସାକ୍ଷୀମାନଙ୍କୁ…