ଆଜିଠୁ ପଞ୍ଚକ ବ୍ରତ ଆରମ୍ଭ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜିଠାରୁ କାର୍ତ୍ତିକ ମାସର ପଞ୍ଚକବ୍ରତ ଆରମ୍ଭ ହୋଇଛି | ଏହି ପାଞ୍ଚ ଦିନରେ ମହାପ୍ରଭୁଙ୍କୁ ଭିନ୍ନ ଭିନ୍ନ ବେଶରେ ସଜିତ କରାଯାଇଥାଏ | ଆଜି ପଞ୍ଚକ ବ୍ରତର ପ୍ରଥମ ଦିନ ବଡଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଠିଆକିଆ ବେଶ ବା ଲଷ୍ମୀନାରାୟଣ ବେଶରେ ସଜ୍ଜିତ କରାଯାଇଛି |…