Browsing Tag

Pacific Ocean

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟାରେ ନେବ ଅବପାତର ରୂପ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗତ ୪ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…