ଏଥର ନୂଆ ବର୍ଷ ପାଳନ କରିପାରିବେ ନାହିଁ ପାକିସ୍ତାନୀ
ପାକିସ୍ତାନ ସରକାର ନୂଆ ବର୍ଷ ପାଳନକୁ ନିଷିଦ୍ଧ କରିଛନ୍ତି । ପାକିସ୍ତାନର କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପାଲେଷ୍ଟାଇନର ଭୟଙ୍କର ଚିନ୍ତାଜନକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏବଂ ଆମର ପାଲେଷ୍ଟାଇନ ଭାଇ ଓ ଭଉଣୀମାନଙ୍କ ସହିତ ଏକତା ଦେଖାଇବା ପାଇଁ ସରକାର ନୂଆ ବର୍ଷ ନ ପାଳିବା…