Browsing Tag

Pakhal divas

ପଖାଳ।ଓଡ଼ିଆ ସଂସ୍କୃତି ପରମ୍ପରା ଏକ ଅଭିନ୍ନ ଅଙ୍ଗ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରତେକ ଓଡ଼ିଆଙ୍କ ପ୍ରଥମ ପସନ୍ଦ ପଖାଳ।ଓଡ଼ିଆ ସଂସ୍କୃତି ପରମ୍ପରା ଏକ ଅଭିନ୍ନ ଅଙ୍ଗ ଓ ପ୍ରତି ଓଡ଼ିଆଙ୍କ ଅତି ପ୍ରିୟ ହେଉଛି ପଖାଳ। ଖରାଦିନ ଆସିଗଲେ ଓଡ଼ିଆ ମନ ଖୋଜେ ପଖାଳ। ଆଉ କିଛି ଖାଇଲେ ହୁଏତ ପେଟ ପୂରିଯିବ କିନ୍ତୁ ମନ ଭରିବ ତ ପଖାଳ ଖାଇଲେ। କେବଳ ରାଜ୍ୟ…