ଜୀବନ୍ତ ଜଳିଗଲେ ୭ ଶିଶୁଙ୍କ ସମେତ ୨୧ ଜଣ
ପାଲେଷ୍ଟାଇନ ଜାବା ସହରର ଉତ୍ତର ଭାଗରେ ଥିବା ଏକ ଘରେ ନିଆଁ ଲାଗି ୭ ଶିଶୁଙ୍କ ସମେତ ୨୧ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ପାଲେଷ୍ଟାଇନ ଇନକଲାବକୁ ନିୟନ୍ତ୍ରଣରେ ରଖିଥିବା ହମାସ୍୍ ଇସ୍ଲାମବାଦୀଙ୍କ କହିବା ଅନୁଯାୟୀ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି । ତଥାପି ଅଗ୍ନିକାଣ୍ଡରେ ୨୧…