ନିର୍ବାଚନ ପାଇଁ ଛୋଟ ଛୋଟ ସମାବେଶକୁ ଅନୁମତି, ପଢ଼ନ୍ତୁ ଏସଆରସି ଗାଇଡଲାଇନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଜାରିହେଲା ଗାଇଡଲାଇନ । ଗତକାଲି ରାଜ୍ୟ ନିର୍ବାଚନ କମିଶନ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିବା ପରେ ଆଜି ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି) ପ୍ରଦୀପ ଜେନା ଗାଇଡଲାଇନ ଜାରି କରିଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଖ୍ୟା…