ଆଜିଠୁ ଆରମ୍ଭ ହେଉଛି ପଞ୍ଚୁକ; କାର୍ତ୍ତିକ ମାସରେ ପଞ୍ଚୁକର କ’ଣ ରହିଛି ମହାତ୍ମ୍ୟ
ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଏହା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା ଯେଉଁମାନେ କାର୍ତ୍ତିକ ମାସ ସାରା…