ବିଜେପି କ୍ଷମତାକୁ ଆସିଲେ ମିଶନ ଶକ୍ତି ବନ୍ଦ କରିଦେବେ, ମା ମାନଙ୍କ ଦୁବାଇ ଗସ୍ତ ବନ୍ଦ କରିଦେଲେ , ପୁଣି ଥରେ ଘର ଭିତରେ…
ମାଲକାନଗିରି(ଓଡ଼ିଶା ଫାଷ୍ଟ ବ୍ୟୁରୋ):ବରିଷ୍ଠ ବିଜୁ ଜନତା ଦଳ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ମାଲକାନଗିରିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରି ଜିତାଇବାକୁ ଆହ୍ବାନ ଦେଇଛନ୍ତି। ଲୋକସଭା ପ୍ରାର୍ଥୀ ଶ୍ରୀ ପ୍ରଦୀପ ମାଝୀଙ୍କ ସହିତ ମାଲକାନଗିରି ବିଧାନସଭା ପ୍ରାର୍ଥୀ ଶ୍ରୀ…