ଜେଲ୍ ଯାଇ ବେଲ୍ରେ ଆସିଥିବା ବ୍ୟକ୍ତିଙ୍କୁ ଆମେ ଜେଲ ପଠାଇବା, ସଂସଦକୁ ନୁହେଁ: ପାଣ୍ଡିଆନ
ମୋହନା/ଚିକିଟି(ଓଡ଼ିଶା ଫାଷ୍ଟ ବ୍ୟୁରୋ):ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଦଳ ପାଇଁ ତୋଫାନୀ ଗସ୍ତ କରି ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା ଓ କୋରାପୁଟ ପରେ ଆଜି ଗଞ୍ଜାମ ଓ ଗଜପତି ଜିଲ୍ଲା ଗସ୍ତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ଆରମ୍ଭ…