Browsing Tag

parliament election

ନାମାଙ୍କନପତ୍ର ଦାଖଲ କଲେ ବିଜେଡିର ରାଜ୍ୟସଭା ପ୍ରାର୍ଥୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେଡିର ରାଜ୍ୟସଭା ପ୍ରାର୍ଥୀ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହନ୍ତ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଧାନସଭାରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ସେମାନେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲର ଶେଷ ଦିନରେ ସେମାନେ…