ଚିଲିକା ମଝିରେ ଫସିଲା ଯାତ୍ରୀବାହି ଡଙ୍ଗା
ଚିଲିକା ମଝିରେ ଫସିଲା ଯାତ୍ରୀବାହି ଡଙ୍ଗା । ଡଙ୍ଗାର ମେସିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସିରହିଛି ଯାତ୍ରୀବାହି ଡଙ୍ଗା । ଏହି ଡଙ୍ଗାରେ ୩୦ରୁ ଅଧିକ ଯାତ୍ରୀ ଥିବା ବେଳେ ୮ରୁ ଅଧିକ ବାଇକ ରହିଛି । ସକାଳ ୯:୪୦ ରେ ଜହ୍ନିକୁଦା ଘାଟ ନିକଟରୁ ସାତପଡ଼ା ଅଭିମୁଖେ ଚିଲିକାରେ…