ଜୁଲାଇ ୧ ତାରିଖ ଯାଏ ବିଚାର ବିଭାଗୀୟ ହାଜତରେ ରହିବେ ପାଟଣାଗଡ଼ ବିଧାୟକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସହକାରୀ ଯନ୍ତ୍ରୀଙ୍କୁ ଉଠବସ୍ କରିବା ଘଟଣାରେ ଜେଲ ଯାଇଥିବା ପାଟଣାଗଡ଼ ବିଧାୟକ ସରୋଜ ମେହେର ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ । ବୁଧବାର ବିଧାନସଭାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି…