କଟକ ଓ ଭୁବନେଶ୍ୱରକୁ ଆସିପାରିବେ ରୋଗୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କଟକ ଓ ଭୁବନେଶ୍ୱରସ୍ଥିତ କୋଭିଡ୍ ହସ୍ପିଟାଲକୁ କରୋନା ରୋଗୀଙ୍କୁ ପଠାଇବା ନିମନ୍ତେ ସରକାର ବାରଣ କରିନାହାନ୍ତି। ସରକାର ଟ୍ୱିନସିଟିରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀ…