ଓଡିଶା କୃଷି ଶିଳ୍ପ ନିଗମ ଲିମିଟେଡ ଓ ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ
ଭୁବନେଶ୍ବର(ଓଡିଶା ଫାଷ୍ଟ ବ୍ୟୁରୋ):ସମବାୟ ବିଭାଗ ଅଧୀନସ୍ଥ ରାଜ୍ୟ ସମବାୟ ବ୍ୟାଙ୍କ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡିଶା କୃଷି ଶିଳ୍ପ ନିଗମ ଲିମିଟେଡ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସ ଠାରେ ଏହି…