ତିତଲି ପ୍ରଭାବିତଙ୍କ ପାଇଁ ରାଜ୍ୟ ସରକାର ଘୋଷଣା କଲେ ପ୍ୟାକେଜ୍
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାତ୍ୟା ‘ତିତଲି’ ଜନିତ କ୍ଷୟକ୍ଷତିର ଆକଳନ ପରେ ରାଜ୍ୟ ସରକାର ପ୍ରଭାବିତ ଲୋକଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି । ସେହିପରି ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାରଙ୍କ ଟିମ୍ ମଧ୍ୟ ଗତକାଲି ରାତିରେ ଓଡ଼ିଶାରେ ଆସି ପହଞ୍ଚଛନ୍ତି ।…