ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ଏହି ଫଳ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସପୁରି ସ୍ବାସ୍ଥ୍ୟ ଉପକାରୀ ଗୁଣରେ ଭରପୂର। ଏଥିରେ ପୋଷକ ତତ୍ତ୍ୱ ସହ ଆଣ୍ଟି ଅକ୍ସିଡାଣ୍ଟର ଗୁଣ ମଧ୍ୟ ରହିଥାଏ। ଏକ ଗ୍ଲାସ ସପୁରି ରସରୁ ୧.୭ ଗ୍ରାମ ପ୍ରୋଟିନ୍, ୨.୩ ଗ୍ରାମ ଫାଇବର ଏଥିସହ ଭିଟାମିନ୍ ସି ଓ ବି-୬ ମିଳିଥାଏ। ତେବେ ଜାଣନ୍ତୁ କିପରି ଭାବେ ସପୁରି…