ସେପ୍ଟେମ୍ବର ୩୦ରେ ଅନୁଷ୍ଠିତ ହେବ ପିପିଲି ଉପନିର୍ବାଚନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଘୋଷଣା ହେଲା ପିପିଲି ଉପନିର୍ବାଚନ ତାରିଖ । ୩୦ ସେପ୍ଟେମ୍ବରରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୩ ତାରିଖରେ ଭୋଟ ଗଣତି ହେବ । ଉପନିର୍ବାଚନ ନେଇ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ପଶ୍ଚିମବଙ୍ଗର ୩ଟି ଆସନ ସହିତ ପିପିଲି ଉପନିର୍ବାଚନ…