Browsing Tag

Piyush Goyal

କାମଚଳା ବଜେଟ୍‌ ଘୋଷଣା କଲେ ଅର୍ଥମନ୍ତ୍ରୀ ପୀୟୂଷ ଗୋୟଲ । କୃଷକଙ୍କୁ ପ୍ରଲୋଭିତ କରିବାକୁ ଉଦ୍ୟମ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅର୍ଥମନ୍ତ୍ରୀ ପୀୟୂଷ ଗୋୟଲ ସଂସଦରେ ୨୦୧୯-୨୦ ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ କାମଚଳା ବଜେଟ୍‌ ଆଗତ କରିଛନ୍ତି। ସରକାର ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି କେତେକ ଲୋଭନୀୟ ଘୋଷଣା କରିଛନ୍ତି। ବିଶେଷକରି ଆଗାମୀ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସରକାର…