ରାମମନ୍ଦିର ଉପରେ ଡାକ ଟିକେଟ୍ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀ ରାମ ଜନ୍ମଭୂମି ମନ୍ଦିର ଉପରେ ଏକ ସ୍ମାରକ ଡାକ ଟିକେଟ୍ ଉନ୍ମୋଚନ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ସାରା ବିଶ୍ୱରେ ପ୍ରଭୁ ରାମଙ୍କ ଉପରେ ପ୍ରକାଶିତ ଷ୍ଟାମ୍ପଗୁଡ଼ିକର ଏକ ପୁସ୍ତକ ମଧ୍ୟ ପ୍ରକାଶ କରିଥିଲେ।
୪୮ ପେଜ୍ର ଏହି ପୁସ୍ତକରେ ୨୦ ଦେଶର…