ସ୍ୱର୍ଣ୍ଣ ପଦକ ହାସଲ କରିବା ପରେ ଦୂତୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଇଟାଲିର ନାପୋଲିଠାରେ ବିଶ୍ୱ ବିଦ୍ୟାଳୟ କ୍ରୀଡ଼ାରେ ଭାଗ ନେଇ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି ଦୂତୀ ଚାନ୍ଦ । ଏ ନେଇ ଦୂତୀଙ୍କୁ ଟୁଇଟରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଏହା ଜଣେ ବିରଳ ପ୍ରତିଭାବାନ…