ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
ଦେଶ ପାଳନ କରୁଛି ୭୭ ତମ ସ୍ୱାଧୀନତା ଦିବସ। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉତ୍ସବକୁ ଆଜାଦୀ କା ଅମୃତ ମହୋତ୍ସବ ଭାବେ ପାଳନ କରୁଛି । ଏଥିସହ ସାରା ଦେଶରେ ଜାରି ରହିଛି ହର ଘର ତ୍ରିରଙ୍ଗା ଅଭିଯାନ। ପଲ୍ଲୀରୁ ଦିଲ୍ଲୀ ଯାଏ ଉତ୍ସବର ମାହୋଲ । ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ…