ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରଧାନମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଏହାପରେ…