Browsing Tag

Political

ମୋଦିଙ୍କ ସୁଶାସନ ଓ ବିକାଶ ପ୍ରତି ପୁନଃ ଆସ୍ଥା ପ୍ରକଟ କରିଛନ୍ତି ୪ ରାଜ୍ୟବାସୀ : ସମୀର ମହାନ୍ତି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚଳିତ ନିର୍ବାଚନରେ ଉତରପ୍ରଦେଶ, ଉତରାଖଣ୍ଡ, ଗୋଆ ଏବଂ ମଣିପୁର ରାଜ୍ୟବାସୀ ପୁଣି ଥରେ ଭାରତୀୟ ଜନତା ପାର୍ଟି ଉପରେ ଆସ୍ଥା ପ୍ରକଟ କରିଛନ୍ତି । ଏ ସମସ୍ତ ରାଜ୍ୟରେ ବିଜେପିକୁ ବିପୁଳ ସଂଖ୍ୟାରେ ଭୋଟ ମିଳିଛି । ବିଶେଷ ଭାବେ ଉତରପ୍ରଦେଶ ଏବଂ ଉତରାଖଣ୍ଡ ରାଜ୍ୟବାସୀ…

କାହିଁକି କେଜାଣି ବିଜେପିକୁ ଜିତାଉଛନ୍ତି ଲୋକେ: ହରିଶ ରାୱତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୨୦୧୭ ପରେ ୨୦୨୨ରେ ମଧ୍ୟ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ହରିଶ ସିଂ ରାୱତଙ୍କୁ ପରାଜୟର ସମ୍ମୁଖୀନ ହୋଇଛନ୍ତି । ଲାଲଙ୍କୁଆ ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ମୋହନ ସିଂ ବିଷ୍ଟ ୧୪ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି ।…

ପଞ୍ଜାବରେ ସରକାର ଗଢ଼ିପାରେ ଆପ୍ !

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପଞ୍ଜାବରେ ସରକାର ଗଢ଼ିବପାରେ ଆମ୍ ଆଦମୀ ପାର୍ଟି । ଗଣତି ଆରମ୍ଭ ପରେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ପଞ୍ଜାବରେ ବହୁମତ ହାସଲ କରିବ ଆମ୍ ଆଦମୀ ପାର୍ଟି । ପଞ୍ଜାବର ମୋଟ ୧୧୭ ଆସନରୁ ବର୍ତ୍ତମାନ ସୁଦ୍ଧା ୧୧୫ ଆସନରେ ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସି ସାରିଛି ।…

ଡ. ସବିତା ସୁଆର ବିଜେପିର ବ୍ରହ୍ମପୁର ମେୟର ପ୍ରାର୍ଥୀ :ବିଜେପି

ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଭାରତୀୟ ଜନତା ପାର୍ଟି ତରଫରୁ ଆଜି ବ୍ରହ୍ମପୁର ମହାନଗର ନିଗମ (ବିଏମସି) ମେୟର ପ୍ରାର୍ଥୀ ଭାବେ ଡ. ସବିତା ସୁଆରଙ୍କ ନାମ ଘୋଷଣା କରାଯାଇଛି ବୋଲି ରାଜ୍ୟ ଉପସଭାପତି ଶ୍ରୀ ଭୃଗୁ ବକ୍ସିପାତ୍ର ସୂଚନା ଦେଇଛନ୍ତି । ଆସନ୍ତା ମାର୍ଚ୍ଚ ୨୪…

ମେୟର ପଦବୀ ପାଇଁ ଶିକ୍ଷାଗତ ଯୋଗ୍ୟତା, ଅଭିଜ୍ଞତା ଓ ସକାରାତ୍ମକ ପ୍ରବୃତ୍ତି ହେବ ମାପ ଦଣ୍ଡ: ଅପରାଜିତା

କଂଗ୍ରେସ ନିଜ ମେୟର ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ବିଜେପି ବିଜେଡିର ଅଙ୍କ ଶେଷ ହୋଇ ନାହିଁ । ଆଜି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଦଳୀୟ ମେୟର ପ୍ରାର୍ଥୀକୁ ନେଇ ବଡ ସୂଚନା ରଖିଛନ୍ତି । ଅପରାଜିତା କହିଛନ୍ତି ଯେ, ମେୟର ପଦବୀ ପାଇଁ ଶିକ୍ଷାଗତ ଯୋଗ୍ୟତା, ଅଭିଜ୍ଞତା ଓ…

ମଧୁସ୍ମିତା ଆଚାର୍ଯ୍ୟ କଂଗ୍ରେସର ବିଏମସି ମେୟର ପ୍ରାର୍ଥୀ

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ଦଳ । ଏ ନେଇ ଶୁକ୍ରବାର ଦିନ ୧୧ଟା ବେଳେ ଏ ନେଇ ବିଧିବଦ୍ଧ ଭାବେ ବିଧାୟକ ତଥା ବରିଷ୍ଠ ନେତା ସୁର ରାଉତରାୟ ଘୋଷଣା କରିଛନ୍ତି । ମଧୁସ୍ମିତା ଜଣେ…

ଯୁବପିଢ଼ିଙ୍କ ବୌଦ୍ଧିକ କ୍ଷମତା ଓ ସୃଜନଶୀଳତାକୁ ବ୍ୟବହାରିକ ରୂପ ଦେବା ଆମର ଲକ୍ଷ୍ୟ- ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ‘ଜାତୀୟ ଶିକ୍ଷା ନୀତି-୨୦୨୦’ ମାଧ୍ୟମରେ ଭାରତର ଯୁବପିଢ଼ିଙ୍କ ପାଖରେ ଥିବା ଜ୍ଞାନ, ବୌଦ୍ଧିକ କ୍ଷମତା, ସୃଜନଶୀଳତା ଓ ଅଭିନବ ଆଇଡ଼ ିଆକୁ ଏକ ବ୍ୟବହାରିକ ରୂପ ଦେବା ଆମର ଲକ୍ଷ୍ୟ ରହିଛି ବୋଲି ଗୁରୁବାର ଉତରପ୍ରଦେଶର ବାରଣାସୀ…

ଦ୍ୱିତୀୟ ଦିନ ଗଣତିରେ ସର୍ବାଗ୍ରେ ବିଜେଡି

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ଦିନ ଗଣତି ୩୦୫ ଆସନରୁ ୨୬୧ଟି ଆସନରେ ଆଗୁଆ ରହିଛି ବିଜୁ ଜନତା ଦଳ । ସେହିପରି ୨୦ ଆସନରେ ଆଗରେ ରହି ଦ୍ୱିତୀୟ ସ୍ଥାନରେ ରହିଛି ଭାରତୀୟ ଜନତା ପାର୍ଟି । ଅନ୍ୟପଟେ କଂଗ୍ରେ ୧୯ଟି ଜିଲ୍ଲା ପରିଷଦ ଜୋନରେ ଆଗରେ ରହିଛି । ରାଜ୍ୟ ନିର୍ବାଚନ…

ବିଜେପି ପରାଜୟର କାରଣ କହିଲେ ଖାରବେଳ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚଳିତ ତ୍ରୀସ୍ତରିୟ ନିର୍ବାଚନରେ ବିଜେପିର ନ୍ୟୁନ ପ୍ରଦର୍ଶନକୁ ନେଇ ଦଳର ନେତା ଖାରବେଳ ସ୍ୱାଇଁ ରଖିଲେ ଆଭିମୁଖ୍ୟ । ବିଗତ ୨୦୧୭ ମସିହା ନିର୍ବାଚନରେ ଭଲ ପ୍ରଦର୍ଶନ କରିଥିବା ବିଜେପି ଚଳିତ ନିର୍ବାଚନରେ ତିନି ଅଙ୍କ ଛୁଇଁବା ନଛୁଇଁବା ପ୍ରଶ୍ନବାଚୀ ଭିତରେ ରହିଛି ।…

ନିଜ କର୍ମୀଙ୍କୁ ଉତ୍ସାହିତ କରିବା ପାଇଁ ପ୍ରେସମିଟ୍ କରୁଛନ୍ତି ରାଜ୍ୟ ବିଜେପି ସଭାପତି : ସୁଲତା ଦେବ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଞ୍ଚାୟତ ଫଳାଫଳକୁ ନେଇ ଭୟରେ ବିଜେପି। ଆସନ୍ତାକାଲି ଭୋଟ ଗଣତିରେ ହାର ହେବାକୁ ଯାଉଛି। ବିଜେପି ସଭାପତି ସମୀର ମହାନ୍ତି ସାମ୍ବାଦିକ ସମ୍ମିଳନୀ କରି କେବଳ ଆଇ ମାଆ କାହାଣୀ ଗପିଲେ । ସେ ହୁଏ ତ ନିଜ କର୍ମୀଙ୍କୁ ଉତ୍ସାହିତ କରିବା ପାଇଁ ବୋଧେ ସାମ୍ବାଦିକ ସମିଳନୀ…