Browsing Tag

Polling officer who came for Dhamnagar bypoll dies; Chief Minister mourned

ଧାମନଗର ଉପନିର୍ବାଚନ ପାଇଁ ଆସିଥିବା ପୋଲିଂ ଅଧିକାରୀଙ୍କ ଦେହାନ୍ତ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଧାମନଗର ଉପନିର୍ବାଚନ ପାଇଁ ମତଦାନ ଚାଲିଛି । ଏହାରି ମଧ୍ୟରେ ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଧିକାରୀ ନଟବର ମୁଣ୍ଡାଙ୍କ ମୃତ୍ୟୁ ହୋଇଛି। ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ନଟବରଙ୍କ ବିୟୋଗରେ ଗଭୀର ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…