ବଣଭୋଜି ପାଲଟିଲା ରଣକ୍ଷେତ୍ର: ୧ ମୃତ, ୩ ଗୁରୁତର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବଣଭୋଜି ପାଲଟିଲା ରଣକ୍ଷେତ୍ର। ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ ଘଟି ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୩ ଜଣ ଗୁରୁତର ହୋଇ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତରିତ ହୋଇଥିବା ଜଣାପଡିଛି। ସୂଚନା ପ୍ରକାରେ ପୋଲସରା ଥାନା ଅନ୍ତର୍ଗତ ମଧୁପଲ୍ଲୀ ପଞ୍ଚାୟତର କିଛି ଯୁବ…