Browsing Tag

pradeep sahu

ବିଜେଡିରେ ମିଶିଲେ ପ୍ରଦୀପ ସାହୁ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢୁଛି ବିଜେଡିର ବଳ, ଦୁର୍ବଳ ହେଉଛନ୍ତି ବିରୋଧୀ। ଗତ ନିର୍ବାଚନରେ ବେଗୁନିଆରୁ କଂଗ୍ରେସର ବିଧାୟକ ପ୍ରାର୍ଥୀ ହୋଇଥିବା ପ୍ରଦୀପ ସାହୁ ଆଜି ବିଜେଡିରେ ଯୋଗଦେଇଛନ୍ତି। ନିଜ ସମର୍ଥକଙ୍କ ସହ ବିଜେଡିର ମିଶିଛନ୍ତି ପ୍ରଦୀପ। ୨୦୧୯ ବିଧାନସଭା ନିର୍ବାଚନରେ ବେଗୁନିଆରେ…