Browsing Tag

Pragyan waking up

ନିଦରୁ ଉଠୁନାହାଁନ୍ତି ବିକ୍ରମ ଓ ପ୍ରଜ୍ଞାନ

ନିଦରୁ ଉଠୁନି ବିକ୍ରମ । ଚନ୍ଦ୍ରୟାନ-ଥ୍ରୀର ଲ୍ୟାଣ୍ଡର ବିକ୍ରମ ଓ ରୋଭର୍ ପ୍ରଜ୍ଞାନକୁ ନିଦରୁ ଉଠାଇବାକୁ ଚେଷ୍ଟା କରୁଛି ଇସ୍ରୋ। ଚନ୍ଦ୍ର ପୃଷ୍ଠରେ ଉଭୟଙ୍କ ନିଦ ଭାଙ୍ଗିଲାଣି କି ନାହିଁ ଜାଣିବାକୁ ସେମାନଙ୍କ ସହ ଯୋଗାଯୋଗ ସ୍ଥାପନ ଲାଗି ଉଦ୍ୟମ ହୋଇଛି । ହେଲେ ବର୍ତ୍ତମାନ ସୁଦ୍ଧା ସେଠାରୁ…