Browsing Tag

Prajameli

ମାଓବାଦୀଙ୍କ ବିରୋଧରେ ପୁଣି ଗର୍ଜିଲେ ଯୋଡାମ୍ବ ପଞ୍ଚାୟତବାସୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାଓବାଦୀଙ୍କ କାର୍ଯ୍ୟକଳାପକୁ ବିରୋଧ କରି ପୁଣି ଗର୍ଜିଲେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଯୋଡାମ୍ବ ପଞ୍ଚାୟତବାସୀ। ସ୍ୱାଭିମାନ ଅଞ୍ଚଳ ଆଦିବାସୀ ବିକାଶ ଶାନ୍ତି ପରିଷଦର ଆହ୍ୱାନ କ୍ରମେ ଏହି ପ୍ରଜାମେଳି ଦାରଲାବେଡା ଠାରେ ହୋଇଥିଲା।…