ପ୍ରକାଶ ପାଇଲା ସାନି ଚିଠା ବିଜ୍ଞପ୍ତି, ମହିଳାଙ୍କୁ ୫୦% ଆସନ
ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ପ୍ରକାଶ ପାଇଲା ସାନି ଚିଠା ବିଜ୍ଞପ୍ତି । ବଦଳିଲା ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା । ପୂର୍ବରୁ ଥିବା ସଂରକ୍ଷଣ ତାଲିକାରେ ପରିବର୍ତ୍ତନ । ନୂତନ ପ୍ରକାଶିତ ଚିଠା ବିଜ୍ଞପ୍ତିରେ ଅନୁସୂଚିତ ଜନଜାତି ପାଇଁ ୭ଜିଲ୍ଲା ପରିଷଦ ଆସନ ସଂରକ୍ଷିତ ରହିଛି…