ଭୋଟ ବାକ୍ସକୁ ମୁଣ୍ଡିଆ ମାରିଲେ ପ୍ରମିଳା ବିଷୋୟୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗଞ୍ଜାମ ଜିଲ୍ଲାରେ ପଂଚମ ପର୍ଯ୍ୟାୟ ମତଦାନ ଜାରି ରହିଛି । ବେଗୁନିଆପଡା, ଆସିକା ଓ ଭଞ୍ଜନଗର ପ୍ରମୁଖ ୩ ଟି ବ୍ଲକରେ ପଂଚମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଜାରି ରହିଛି । ତେବେ ଆସିକା ସାଂସଦ ପ୍ରମିଳା ବିଷୋୟୀ ମତଦାନ ସମୟରେ ଭୋଟ ବାକ୍ସକୁ ମୁଣ୍ଡ ନୁଆଁଇ ପ୍ରଣାମ…