ରତ୍ନ ହରାଇଲା ଭାରତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଆଜି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ଏନେଇ ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ଅସୁସ୍ଥତା କାରଣରୁ ଅଗଷ୍ଟ ୧୦ରେ ସେ ଡାକ୍ତରଖାନାରେ ଭର୍ତ୍ତି…