ଧର୍ମେନ୍ଦ୍ରଙ୍କୁ ଜବାବ ଦେଲେ ପ୍ରଣବ: ପୋଲିସ ଉପରେ ଆକ୍ରମଣ କରିଥିବା ନେତାଙ୍କୁ ସମର୍ଥନ କରି ଆପଣ ଓଡିଶାର ଯୁବକମାନଙ୍କୁ…
ଓଡିଶାର ଆଇନଶୃଙ୍ଖଳାକୁ ନେଇ ପୁଣି ଥରେ ପ୍ରଶ୍ନ ଉଠାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟ ସରକାର, ପୁଲିସ ଡିଜି ଓ ଆଉ କିଛି ପୁଲିସ ଅଧିକାରୀଙ୍କୁ ତାତ୍ସଲ୍ୟ ଭଙ୍ଗୀରେ ଶୁଭେଛା ଜଣାଇବା ସହ, ଧର୍ମେନ୍ଦ୍ର କହିଛନ୍ତି, ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି…