ଏସସିବି ମେଡିକାଲରେ ଭର୍ତ୍ତି ହେଲେ ପ୍ରଶାନ୍ତ ଜଗଦ୍ଦେବ
ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପ୍ରଶାନ୍ତ ଜଗଦ୍ଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଅଛି । ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ତାଙ୍କ ଓକିଲ ମଙ୍ଗଳବାର ଆବେଦନ କରିଥିଲେ । କୋର୍ଟଙ୍କ ଅନୁମତି କ୍ରମେ ତାଙ୍କୁ ବୁଧବାର ଭୋର ୪ଟାରୁ…