ରିଲିଜ୍ ପୂର୍ବରୁ ରେକର୍ଡ କଲା ‘ବ୍ରହ୍ମାସ୍ତ୍ର’; ଆଡଭାନ୍ସ ବୁକିଂରୁ କଲା ୧୮କୋଟି ଆୟ
ଚଳଚ୍ଚିତ୍ର 'ବ୍ରହ୍ମାସ୍ତ୍ର' ରିଲିଜ୍ ପୂର୍ବରୁ ଅନେକ ରେକର୍ଡ ଭାଙ୍ଗିବାକୁ ବସିଲାଣି। ଏହି ଚଳଚ୍ଚିତ୍ର ଆସନ୍ତାକାଲି ରିଲିଜ୍ ହେବାକୁ ଥିବା ବେଳେ ବକ୍ସ ଅଫିସରେ ଏହି ଚଳଚ୍ଚିତ୍ର ବର୍ଷର ସର୍ବୋଚ୍ଚ ଆଡଭାନ୍ସ ବୁକିଂ ତାଲିକାରେ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି। ବ୍ରହ୍ମାସ୍ତ୍ର ବର୍ଷର ଏଭଳି ଏକ…