Browsing Tag

President at badadanda

ବଡ଼ଦାଣ୍ଡରେ ରାଷ୍ଟ୍ରପତି, ମହାପ୍ରଭୁଙ୍କୁ କଲେ ଦର୍ଶନ

ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଗସ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବଡ଼ଦାଣ୍ଡରେ ପହଞ୍ଚି ରଥାରୁଢ଼ ଠାକୁରଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ପୁରୀରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ…