Browsing Tag

President Draupadi Murmu arrived Mayurbhanj

ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜନ୍ମମାଟି ମୟୁରଭଞ୍ଜ ଜିଲ୍ଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ…