Browsing Tag

President Draupadi Murmu visit Chandi temple

କଟକ ଚଣ୍ଡୀମନ୍ଦିରରେ ରାଷ୍ଟ୍ରପତି

କଟକ ଚଣ୍ଡୀମନ୍ଦିରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସଡ଼କ ପଥରେ ଯାଇ କଟକରେ ପହଞ୍ଚିଲେ ସେ। ସ୍ୱତନ୍ତ୍ର କାରକେଡର ସହ ରାଷ୍ଟ୍ରପତି କଟକ ଆସିଥିବାବେଳେ ପ୍ରଥମେ କଟକ ଚଣ୍ଡୀମନ୍ଦିର ପହଞ୍ଚି ମା ଚଣ୍ଡୀଙ୍କୁ ଦର୍ଶନ କରିଛନ୍ତି। ପରେ ରାଷ୍ଟ୍ରପତି ଶୈଳଵାଳା ମହିଳା ମହାବିଦ୍ୟାଳୟରେ…