ଅକ୍ଟୋବର ରୁ ଖୋଲିବ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ସ୍କୁଲ!
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ସଂକ୍ରମଣ କମୁଥିବାରୁ ଅକ୍ଟୋବର ରୁ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ବିଚାର ବିମର୍ଷ ଚଳାଇଛନ୍ତି । ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜୁଅର ବା ଏସଓପି ତିଆରି ଚାଲିଛି । ଆସନ୍ତା ୧୫…