Browsing Tag

Pritinanda daughter of Dama resigned from BJD

ବିଜେଡି ଛାଡିଲେ ଦାମଙ୍କ ଝିଅ ପ୍ରୀତିନନ୍ଦା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଲେ ଦାମଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ। ବ୍ୟକ୍ତିଗତ କାରଣ ଦର୍ଶାଇ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ସହ ନିଜ ଇସ୍ତଫାପତ୍ର ଦଳୀୟ ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ସୂଚନା ଅନୁଯାୟୀ, ଦାମଙ୍କ…