ଚିଟଫଣ୍ଡ ଭଳି ମହାଜନୀ କାରବାର ଚଳାଇଛନ୍ତି ଘରୋଇ ଫାଇନାନ୍ସ କମ୍ପାନୀ : ଲେଖାଶ୍ରୀ ସାମନ୍ତସିଂହାର
ବେସରକାରୀ ଫାଇନାନ୍ସ କମ୍ପାନୀ ଉପରେ ବର୍ଷିଛନ୍ତି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର । ଭୁବନେଶ୍ୱରରେ ଡେଙ୍ଗୁ ଯେମିତି ବ୍ୟାପିଛି ବେସରକାରୀ ଅନିୟନ୍ତ୍ରିତ ଫାଇନାନ୍ସ କମ୍ପାନୀମାନେ ଠିକ୍ ସେମିତି ଓଡ଼ିଶାସାରା ମାତିଛନ୍ତି । ଆଜିବି ଓଡ଼ିଶାରେ ମହାଜନୀ କାରବାର…