୬ଦଫା ଦାବି ନେଇ ଉତ୍କଳ ସାମ୍ବାଦିକ ସଂଘର ବିକ୍ଷୋଭ
ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ): ୬ ଦଫା ମୌଳିକ ଦାବି ନେଇ ରାଜ୍ୟର ସର୍ବପୁରାତନ ସାମ୍ବାଦିକ ସଂଗଠନ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ରାଜ୍ୟର ପ୍ରାୟ ଦୁଇ ହଜାର ସାମ୍ବାଦିକ ବିଧାନସଭା ଘେରାଉ କରିଥିଲେ । ଓଡ଼ିଶାରେ ସାମ୍ବାଦିକବର୍ଗ ବିଭିନ୍ନ ସରକାରୀ ସୁବିଧାରୁ ବଞ୍ଚିତ ହେବା ସଙ୍ଗେ ସଙ୍ଗେ…